Alocodon | |
---|---|
ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ | |
ସାମ୍ରାଜ୍ୟ: | ପ୍ରାଣୀ ସାମ୍ରାଜ୍ୟ |
ଗୋଷ୍ଠୀ: | ବାଇଲାଟେରିଆ |
ପର୍ବ: | କୋର୍ଡାଟା |
ମହାଶ୍ରେଣୀ: | ଟେଟ୍ରାପୋଡା |
ଗୋଷ୍ଠୀ: | ଡାଇନୋସରିଆ |
Order: | †Ornithischia |
Clade: | †Neornithischia |
Genus: | †{{{1}}} Thulborn, 1973 |
ଜାତି: | †A. kuehnei |
ବାଇନୋମିଆଲ ନାମ | |
†Alocodon kuehnei |
ଆଲୋକୋଡ଼ନ (English: Alocodon;a-LOK-o-don; Greek alox and odon meaning 'furrow' and 'tooth') ଡାଇନୋସର ବଂଶର ଜୀବ ଅଟେ ।[୧] ଏହି ଜୀବଟି ବର୍ତ୍ତମାନ ବିଲୁପ୍ତ । ଏହାର ଜୀବାଶ୍ମ ଓ ଅବଶେଷ ଇଉରୋପରୁ ମିଳିଥିଲା ।[୨]
ଏହି ଡାଇନୋସରଟି ଜୁରାସିକ ଯୁଗରେ ବାସ କରୁଥିଲା ।
ଏହି ଡାଇନୋସର-ସମ୍ପର୍କିତ ଲେଖାଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |