ପ୍ରଶାନ୍ତ ନନ୍ଦ | |
---|---|
ଜନ୍ମ | କଟକ | ୨ ମଇ ୧୯୪୭
ଶିକ୍ଷା | ସ୍ନାତକୋତ୍ତର., ଏଲ.ଏଲ.ବି. |
ବୃତ୍ତି(ସମୂହ) | ଅଭିନେତା, ନିର୍ଦ୍ଦେଶକ |
ସକ୍ରିୟ ବର୍ଷ | ୧୯୬୦-ଏବେଯାଏଁ |
ବୈବାହିକ-ସାଥୀ | ଅନୁପମା ନନ୍ଦ |
ପିତାମାତା | ଜଗନ୍ନାଥ ନନ୍ଦ[୧] |
ପୁରସ୍କାର | ଜୟଦେବ ପୁରସ୍କାର, ୧୯୯୮ |
ପ୍ରଶାନ୍ତ ନନ୍ଦ (ଜନ୍ମ ୨ ମଇ ୧୯୪୭)[୨] ଓଡ଼ିଶାର ଜଣେ କଥାଚିତ୍ର ଅଭିନେତା, ନିର୍ଦ୍ଦେଶକ, କାହାଣୀକାର, ଗୀତିକାର, ପ୍ରଚ୍ଛଦପଟ ଗାୟକ ଓ ରାଜନେତା । ସେ ଓଡ଼ିଶାର ଶିକ୍ଷାମନ୍ତ୍ରୀ ଭାବରେ ମଧ୍ୟ କାମ କରିଥିଲେ ।[୩][୪]
ପ୍ରଶାନ୍ତ ନନ୍ଦ, ସ୍କୁଲରେ ପଢ଼ିବା ବେଳଠୁଁ ଆକାଶବାଣୀ ଶିଶୁସଂସାର କାର୍ଯ୍ୟକ୍ରମରେ ଭାଗନେଉଥିଲେ । ମଞ୍ଚରେ ଶିଶୁକଳାକାର ଭାବରେ ମଧ୍ୟ ଅଭିନୟ କରୁଥିଲେ । ଗୋଟିଏ ନାଟକରେ ଅଭିନୟ ଦେଖି ଧୀର ବିଶ୍ୱାଳ ଓ କବିରାଜ କୃଷ୍ଣଚନ୍ଦ୍ର ତ୍ରିପାଠୀ ତାଙ୍କୁ ଦସ୍ୟୁ ରତ୍ନାକର କଥାଚିତ୍ରରେ ଅଭିନୟ କରିବାର ସୁଯୋଗ ଦେଇଥିଲେ ।[୫] ସେ ଏଯାବତ ୪୦ଟି ଚଳଚ୍ଚିତ୍ରରେ ଅଭିନୟ କରିବା ସହ, ୨୪ଟି ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦେଇଛନ୍ତି ।
ରାଜନୀତି ଓ ଅଭିନୟ ବ୍ୟତୀତ ପ୍ରଶାନ୍ତ ନନ୍ଦ ବିଭିନ୍ନ ଖବରକାଗଜରେ ସ୍ତମ୍ଭ ଲେଖନ୍ତି । ତାଙ୍କର ୪ଟି ଉପନ୍ୟାସ ଓ ୩ଟି ଗଳ୍ପ ସଂକଳନ ମଧ୍ୟ ପ୍ରକାଶିତ ହୋଇସାରିଛି ।
ଉପନ୍ୟାସ[ସମ୍ପାଦନା]
|
{{cite web}}
: Cite has empty unknown parameter: |1=
(help)
{{cite web}}
: Cite has empty unknown parameter: |1=
(help)
{{cite news}}
: Missing or empty |title=
(help)[permanent dead link]
Veteran Actor and Director Prashanta Nanda has been adjudged the Best Director and Best Story Teller for the film 'Thukul'.
actor, director and producer Prashant Nanda received the award in 2005
{{cite news}}
: Missing or empty |title=
(help)