ଆନସାଜୀସରସ | |
---|---|
ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ | |
ସାମ୍ରାଜ୍ୟ: | ପ୍ରାଣୀ ସାମ୍ରାଜ୍ୟ |
ଗୋଷ୍ଠୀ: | ବାଇଲାଟେରିଆ |
ପର୍ବ: | କୋର୍ଡାଟା |
ମହାଶ୍ରେଣୀ: | ଟେଟ୍ରାପୋଡା |
ଗୋଷ୍ଠୀ: | ଡାଇନୋସରିଆ |
Order: | †Ornithischia |
Suborder: | †Ornithopoda |
Family: | †Hadrosauridae |
Subfamily: | †Saurolophinae |
Tribe: | †Kritosaurini |
Genus: | †Anasazisaurus Hunt & Lucas, 1993 |
ଆନସାଜୀସରସ (English: Anasazisaurus;/ˌɑːnəsɑːziˈsɔːrəs/ AH-nə-sah-zee-SAWR-əs; "Anasazi lizard") ଡାଇନୋସର ବଂଶର ଜୀବ ଅଟେ ।[୧] ଏହି ଜୀବଟି ବର୍ତ୍ତମାନ ବିଲୁପ୍ତ । ଏହାର ଜୀବାଶ୍ମ ଓ ଅବଶେଷ ଉତ୍ତର ଆମେରିକାରୁ ମିଳିଥିଲା ।[୨]
ଏହି ଡାଇନୋସରଟି କ୍ରେଟାସିଅସ ଯୁଗରେ ବାସ କରୁଥିଲା ।
ଏହି ଡାଇନୋସର-ସମ୍ପର୍କିତ ଲେଖାଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |