ପିନାକୀ ମିଶ୍ର | |
---|---|
ସାଂସଦ: ୧୧ଶ, ୧୫ଶ ଏବଂ ୧୬ଶ ଲୋକ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୨୪ | |
ପୂର୍ବ ଅଧିକାରୀ | ବ୍ରଜ କିଶୋର ତ୍ରିପାଠୀ |
ପର ଅଧିକାରୀ | ସମ୍ବିତ ପାତ୍ର |
ନିର୍ବାଚନ ମଣ୍ଡଳୀ | ପୁରୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ପୁରୀ, ଓଡ଼ିଶା | ୨୩ ଅକ୍ଟୋବର ୧୯୫୯
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ ଜାତୀୟ କଂଗ୍ରେସ |
ପେଷା | ଆଇନଜୀବୀ |
ପିନାକୀ ମିଶ୍ର (ଜନ୍ମ: ୨୩ ଅକ୍ଟୋବର ୧୯୫୯) ଜଣେ ଭାରତୀୟ ରାଜନେତା । ସେ ଭାରତର ସଂସଦର ସଦସ୍ୟ ଭାବରେ କାର୍ଯ୍ୟ କରିଥିଲେ ଏବଂ ଅଧୁନା ପୁରୀ ଲୋକ ସଭାରୁ ସଂସଦରେ ପ୍ରତିନିଧିତ୍ୱ କରୁଛନ୍ତି ।[୧] ୧୯୯୬ ମସିହାରେ ସେ ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଦଳରୁ ନିର୍ବାଚନ ଲଢ଼ିଥିଲେ ଏବଂ ବ୍ରଜ କିଶୋର ତ୍ରିପାଠୀଙ୍କୁ ହରାଇ ପୁରୀରୁ ସାଂସଦ ହୋଇଥିଲେ ଓ ପରେ ୟୁନିଅନ ମନ୍ତ୍ରୀ ମଧ୍ୟ ହୋଇଥିଲେ ।[୨] ଏହାପରେ ସେ ୧୫ଶ ଓ ୧୬ଶ ଲୋକ ସଭାରେ ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଜିତିଥିଲେ । ୨୦୧୯ରେ ବିଜେପି ପ୍ରତିଦ୍ୱନ୍ଦୀ, ସମ୍ବିତ ପାତ୍ରଙ୍କୁ ହରାଇ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।[୩]